Psalms 80:14 — Compare Translations

5 translations compared side by side

Odia - 1840
"ହେ ସର୍ବଶକ୍ତିମାନ ପରମେଶ୍ବର ଫରେିଆସ। ସ୍ବର୍ଗରୁ ତୁମ୍ଭର ଦ୍ରାକ୍ଷାଲତା ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ଵର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର ଯିଶା. ୬୩:୧୫
Odia Bible ERV 2004 (ପବିତ୍ର ବାଇବଲ)
ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ। ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
Odia IRV 2017 (ଓଡିଆ ବାଇବେଲ)
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର