Psalms 80:15 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ସହେି ଦ୍ରାକ୍ଷାଲତାକୁ ଦେଖ, ୟାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ। ସହେି େଛାଟ ଲତାକୁ ଦେଖ ୟାହାକୁ ତୁମ୍ଭେ ବଢ଼ଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ଵାରା ସ୍ଥାପିତ ଗଣ୍ତିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ଵ ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ। ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
Odia IRV 2017 (ଓଡିଆ ବାଇବେଲ)
ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।