Psalms 80:16 — Compare Translations

5 translations compared side by side

Odia - 1840
"ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା। ତୁମ୍ଭେ ତାଗ୍ଦ ଉପରେ କୋର୍ଧାନ୍ବିତ ହାଇେ ତାକୁ ଧ୍ବଂସ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା। ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।