Psalms 80:18 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ତୁମ୍ଭକୁ ପୁନରାଯ ଛାଡ଼ିବୁ ନାହିଁ। ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭମାନେେ ତୁମ୍ଭର ନାମରେ ଉପାସନା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ। ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରିଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।