Psalms 80:19 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ସୈନ୍ଯାଧିପତି ପରମେଶ୍ବର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର, ଆମ୍ଭମାନଙ୍କ ଉପରେ ପ୍ରଫୁଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର, ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।