Psalms 80:2 — Compare Translations
5 translations compared side by side
Odia - 1840
"ଇଫ୍ରଯିମ, ବିନ୍ଯାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦଖାେଅ ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ ଓ ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।