Psalms 80:3 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ପୁନରାଯ ଆମ୍ଭମାନଙ୍କୁ ବଳବାନ୍ କର। ଆମ୍ଭକୁ ପ୍ରଫୁଲ କର ଓ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର। ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।