Psalms 80:4 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ତୁମ୍ଭେ କେତକୋଳ ପର୍ୟ୍ଯନ୍ତ କୋର୍ଧ ଚାଲୁ ରଖିବ? େକେତବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ? କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?