Psalms 80:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ। ତୁମ୍ଭେ ସମାନଙ୍କେୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ। ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।