Psalms 80:6 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆମ୍ଭର ପ୍ରତିବେଶୀଗଣ ଦ୍ବାରା ଆମ୍ଭମାନଙ୍କୁ ଘୃଣା କରଇେଲ। ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ। ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।