Psalms 80:7 — Compare Translations
5 translations compared side by side
Odia - 1840
"ହେ ସୈନ୍ଯାଧିପତି ପରମେଶ୍ବର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର। ଆମ୍ଭମାନଙ୍କ ଉପରେ ପ୍ରଫୁଲ ହୁଅ ଓ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର। ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Odia IRV 2017 (ଓଡିଆ ବାଇବେଲ)
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।