Psalms 80:8 — Compare Translations
5 translations compared side by side
Odia - 1840
"ତୁମ୍ଭେ ମିଶରରୁ ଗୋଟିଏ ପ୍ପଦ୍ରାକ୍ଷାଲତାଗ୍ଦଗ୍ଦ ଆଣିଲ। ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସହେି ସ୍ଥାନରୁ ତଡ଼ି ଦଇେ ତୁମ୍ଭେ ସହେି ଭୂମିରେ ଦ୍ରାକ୍ଷାଲତା ରୋପଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମିଶରରୁ ଗୋଟିଏ “ଦ୍ରାକ୍ଷାଲତା” ଆଣିଲ। ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।