Psalms 80:9 — Compare Translations

5 translations compared side by side

Odia - 1840
"ତୁମ୍ଭେ ଦ୍ରାକ୍ଷାବୃକ୍ଷ ପାଇଁ ଭୂମି ପ୍ରସ୍ତୁତ କଲ। ତହିଁରେ ଚରଗେୁଡ଼ିକ ଗଭୀରକୁ ଗଲା। ଦ୍ରାକ୍ଷାଲତା ସମସ୍ତ ଦେଶରେ ବ୍ଯାପିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶଯାକ ବ୍ୟାପିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ। ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା। “ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।

Recommended Reading