Psalms 81:1 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କ ବଳସ୍ବରୂପ ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ଉଚ୍ଚ ସ୍ବରରେ ଜଯଗାନ କର। ୟାକୁବର ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଆସଫର ଗୀତ । ଆମ୍ଭମାନଙ୍କ ବଳ ସ୍ଵରୂପ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ଵରରେ ଗାନ କର; ଯାକୁବର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ। ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର। ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।