Psalms 81:11 — Compare Translations

5 translations compared side by side

Odia - 1840
"କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ। ଇଶ୍ରାୟେଲବାସୀ ଆମ୍ଭର କଥା ମାନିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ। ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।