Psalms 81:12 — Compare Translations

5 translations compared side by side

Odia - 1840
"ତଣେୁ ଆମ୍ଭେ ସମାନଙ୍କେୁ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯ କରିବାକୁ ଦଲେୁ। ଇଶ୍ରାୟେଲୀୟମାନେ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ। ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।