Psalms 81:13 — Compare Translations
5 translations compared side by side
Odia - 1840
"ଭଲହୁଅନ୍ତା, ୟଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥାନ୍ତେ ଓ ଇଶ୍ରାୟେଲବାସୀ ଆମ୍ଭେ ଚାହିଁଥିବା ଅନୁସାରେ ରହିଥାନ୍ତେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ଯେବେ ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେଣ! ଯେବେ ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!
Odia Bible ERV 2004 (ପବିତ୍ର ବାଇବଲ)
ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!
Odia IRV 2017 (ଓଡିଆ ବାଇବେଲ)
ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!