Psalms 81:14 — Compare Translations

5 translations compared side by side

Odia - 1840
"ତବେେ, ଆମ୍ଭେ ସମାନଙ୍କେର ଶତ୍ରୁମାନଙ୍କୁ ପରାସ୍ତ କରିବା। ଆମ୍ଭେ ସମାନଙ୍କେର ଶତ୍ରୁଗଣକୁ ଦଣ୍ଡିତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା। ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ।