Psalms 81:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ। ସମାନଙ୍କେର ଦଣ୍ଡ ଚିରଦିନ ଧରି ରହିବ ସର୍ବଦା ଦଣ୍ଡ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ଵୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ। ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।