Psalms 81:16 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା। ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦଇେ ସନ୍ତୁଷ୍ଟ କରିବା।ଗ୍ଦଗ୍ଦ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା। ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦେଇ ସନ୍ତୁଷ୍ଟ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।