Psalms 81:3 — Compare Translations
5 translations compared side by side
Odia - 1840
"ଅମାବାସ୍ଯା ଦିନରେ ମେଣ୍ଢା ଶିଙ୍ଗା ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।
Odia IRV 2017 (ଓଡିଆ ବାଇବେଲ)
ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।