Psalms 81:4 — Compare Translations

5 translations compared side by side

Odia - 1840
"କାରଣ ଏହା ଇଶ୍ରାୟେଲ ପାଇଁ ନିଯମ। ଏହା ୟାକୁବର ପରମେଶ୍ବରଙ୍କର ଆଦେଶ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ଵରଙ୍କ ବିଧାନ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଏହା ଇସ୍ରାଏଲ ପାଇଁ ନିୟମ। ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।