Psalms 81:5 — Compare Translations
5 translations compared side by side
Odia - 1840
"ପରମେଶ୍ବର ୟୋଷଫଙ୍କେ ଲୋକମାନଙ୍କ ପାଇଁ ଏହି ନିଯମ କରିଥିଲେ। ଯେତବେେଳେ ପରମେଶ୍ବର ମିଶର ଭୂମି ବିରୁଦ୍ଧରେ ଗଲେ, ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ୟାହା ମୁଁ ବୁଝିପାରିଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ। ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ, ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।
Odia IRV 2017 (ଓଡିଆ ବାଇବେଲ)
ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।