Psalms 81:6 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦଲେୁ। ତାହାର ହସ୍ତ ଟୋକଇରେୁ ମୁକ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ। ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।