Psalms 81:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯେତବେେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାୟ୍ଯ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ। ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦଲେୁ। ଆମେ ମରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ। ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ। ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା]