Psalms 81:8 — Compare Translations

5 translations compared side by side

Odia - 1840
" ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ। ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ। ହେ ଇଶ୍ରାୟେଲ, ଆମ୍ଭର କଥା ଶୁଣ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯେବେ ତୁମ୍ଭେ ଆମ୍ଭ କଥା ଶୁଣ;!
Odia Bible ERV 2004 (ପବିତ୍ର ବାଇବଲ)
“ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ, ହେ ଇସ୍ରାଏଲ, ଆମ୍ଭର କଥା ଶୁଣ! ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ!
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ!