Psalms 81:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଅନ୍ୟ କୌଣସି ଦବେତାକୁ ପୂଜା କରିବ ନାହିଁ। ୟାହାକୁ ବିଦେଶୀମାନେ ପୂଜା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ। ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ।