Psalms 82:1 — Compare Translations
5 translations compared side by side
Odia - 1840
"ପରେମେଶ୍ବର ପରମେଶ୍ବରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି। ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସଫର ଗୀତ । ପରମେଶ୍ଵର ପରମେଶ୍ଵରଙ୍କ ମଣ୍ତଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି। ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।