Psalms 82:2 — Compare Translations

5 translations compared side by side

Odia - 1840
"ପରମେଶ୍ବର କହନ୍ତି, ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ଅନ୍ଯାଯ ବିଚାର କରିବ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ? ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? [ସେଲା]