Psalms 82:3 — Compare Translations

5 translations compared side by side

Odia - 1840
"ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର। ଅତ୍ଯାଚାରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ଯାଯ ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର ।
Odia Bible ERV 2004 (ପବିତ୍ର ବାଇବଲ)
“ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର। ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।