Psalms 82:4 — Compare Translations
5 translations compared side by side
Odia - 1840
"ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର। ଦୁଷ୍ଟଗଣର ହସ୍ତରୁ ସମାନଙ୍କେୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର। ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।”
Odia IRV 2017 (ଓଡିଆ ବାଇବେଲ)
ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।