Psalms 82:5 — Compare Translations

5 translations compared side by side

Odia - 1840
"ୟାହାସବୁ ଘଟୁଛି ସମାନେେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ। ସମାନେେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। ସମାନଙ୍କେର ପୃଥିବୀ ସମାନଙ୍କେର ଚତୁଃପାଶର୍‌ବରେ ତଳକୁ ପଡ଼ୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
“ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ। ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।