Psalms 82:8 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଉଠ! ପୃଥିବୀର ବିଚାର କର!ସମସ୍ତ ଜାତିଗଣ ତୁମ୍ଭର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର! ସମସ୍ତ ଜାତିଗଣ ତୁମ୍ଭର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।