Psalms 83:10 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ଐନଦୋର ନିକଟରେ ପରାସ୍ତ କଲ ଏବଂ ସମାନଙ୍କେ ଶରୀର ସହେି ସ୍ଥାନରେ ସଢ଼ି ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଐନ୍ଦୋର୍ ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ଵରୂପ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ଐନଦୋର ନିକଟରେ ପରାସ୍ତ କଲ ଏବଂ ସେମାନଙ୍କ ଶରୀର ସେହି ସ୍ଥାନରେ ସଢ଼ି ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।