Psalms 83:11 — Compare Translations
5 translations compared side by side
Odia - 1840
"ତୁମ୍ଭେ ସମାନଙ୍କେ ପ୍ରଧାନବର୍ଗଙ୍କୁ ଓରେବ୍, ସବରେ, ସବହେ ଓ ସଲମୁନଙ୍କୁ ପରାସ୍ତ କଲା ପରି ପରାସ୍ତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ ଓ ସେବର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲ୍ମୁନ୍ନର ସମାନ କର;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗଙ୍କୁ ଓରେବ୍, ସେବର, ସେବହ ଓ ସଲ୍ମୁନ୍କୁ ପରାସ୍ତ କଲା ପରି ପରାସ୍ତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;