Psalms 83:12 — Compare Translations

5 translations compared side by side

Odia - 1840
"ସହେି ନେତାମାନେ କହିଲେ, ସମାନେେ ତୁମ୍ଭର ଭୂମି ଛାଡ଼ିବା ପାଇଁ ଆମ୍ଭକୁ ବାଧ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଲେ, ଆସ, ଆମ୍ଭେମାନେ ପରମେଶ୍ଵରଙ୍କ ନିବାସସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନେତାମାନେ କହିଲେ, “ସେମାନେ ତୁମ୍ଭର ଭୂମି ଛାଡ଼ିବା ପାଇଁ ଆମ୍ଭକୁ ବାଧ୍ୟ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”