Psalms 83:13 — Compare Translations
5 translations compared side by side
Odia - 1840
"ମାରେ ପରମେଶ୍ବର ତୁମ୍ଭେ ସମାନଙ୍କେୁ ଘୂର୍ଣ୍ଣିବାଯୁ ଦ୍ବାରା ଗଛ ଉପୁଡ଼ିଲା ପରି ଏବଂ ବାଯୁ ସମ୍ମୁଖରେ କୁଟାପରି ଛୁନ୍ନଛତ୍ର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣିବାୟୁ ଦ୍ୱାରା ଗଛ ଉପୁଡ଼ିଲା ପରି ଏବଂ ବାୟୁ ସମ୍ମୁଖରେ କୁଟାପରି ଛିନ୍ଛତ୍ର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।