Psalms 83:14 — Compare Translations
5 translations compared side by side
Odia - 1840
"ଅଗ୍ନିରେ ପୋଡ଼ି, ଜଙ୍ଗଲ ଓ ପାହାଡ଼ ଧ୍ବଂସ ହେଲା ପରି ଶତ୍ରୁମାନଙ୍କୁ ଧ୍ବଂସ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ଵଳିତ କରେ;
Odia Bible ERV 2004 (ପବିତ୍ର ବାଇବଲ)
ଅଗ୍ନିରେ ପୋଡ଼ି, ଜଙ୍ଗଲ ଓ ପାହାଡ଼ ଧ୍ୱଂସ ହେଲା ପରି ଶତ୍ରୁମାନଙ୍କୁ ଧ୍ୱଂସ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;