Psalms 83:15 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ସହେି ଲୋକମାନଙ୍କୁ ଝଡ଼ରେ ଧୂଳି ଉଡ଼ିଲାପରି ଦୂରଇେ ଦିଅ। ଆପଣା ପ୍ରଚଣ୍ଡ ବତାସଦ୍ବାରା ସମାନଙ୍କେୁ ଭୟଭୀତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ଵାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ତ ବତାସ ଦ୍ଵାରା ସେମାନଙ୍କୁ ଭୟଗ୍ରସ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଝଡ଼ରେ ଧୂଳି ଉଡ଼ିଲାପରି ଦୂରେଇ ଦିଅ। ଆପଣା ପ୍ରଚଣ୍ଡ ବତାସଦ୍ୱାରା ସେମାନଙ୍କୁ ଭୟଭୀତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
Odia IRV 2017 (ଓଡିଆ ବାଇବେଲ)
ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।