Psalms 83:16 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ସମାନେେ ୟପରେି ତୁମ୍ଭର ନାମ ଅନ୍ବଷେଣ ନ କରିବା ପର୍ୟ୍ଯନ୍ତ ସମାନଙ୍କେୁ ଲଜ୍ଜାରେ ଆଚ୍ଛାଦନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ଵେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସେମାନେ ଯେପରି ତୁମ୍ଭର ନାମ ଅନ୍ୱେଷଣ ନ କରିବା ପର୍ଯ୍ୟନ୍ତ ସେମାନଙ୍କୁ ଲଜ୍ଜାରେ ଆଚ୍ଛାଦନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;