Psalms 83:17 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର ସମାନଙ୍କେୁ ଭୟଭୀତ ଓ ଚିରଦିନ ପାଇଁ ଲଜ୍ଜିତ କର। ସମାନଙ୍କେୁ ଅପମାନିତ କର ଓ ବିନାଶ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ଵଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର ସେମାନଙ୍କୁ ଭୟଭୀତ ଓ ଚିରଦିନ ପାଇଁ ଲଜ୍ଜିତ କର। ସେମାନଙ୍କୁ ଅପମାନିତ କର ଓ ବିନାଶ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;