Psalms 83:18 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ଜାଣିବେ ୟେ ୟାହାର ନାମ ୟି ହାବୋ, ତୁମ୍ଭେ ପ୍ରକୃତରେ, ସମୁଦାଯ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ବର ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ତଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ଜାଣିବେ ଯେ, ଯାହାର ନାମ ଯିହୋବାଃ, ତୁମ୍ଭେ ପ୍ରକୃତରେ, ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ୱର ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।