Psalms 83:2 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭର ଶତ୍ରୁଗଣ ତୁମ୍ଭ ବିରୁଦ୍ଧରେ ଯୋଜନା କରୁଛନ୍ତି ଏବଂ ସମାନେେ ଶୀଘ୍ର ତୁମ୍ଭକୁ ଆକ୍ରମଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ତଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭର ଶତ୍ରୁଗଣ ତୁମ୍ଭ ବିରୁଦ୍ଧରେ ଯୋଜନା କରୁଛନ୍ତି ଏବଂ ସେମାନେ ଶୀଘ୍ର ତୁମ୍ଭକୁ ଆକ୍ରମଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି।