Psalms 83:3 — Compare Translations
5 translations compared side by side
Odia - 1840
"ସମାନେେ ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ଗୁପ୍ତ ମନ୍ତ୍ରଣା କରନ୍ତି। ତୁମ୍ଭର ଶତ୍ରୁଗଣ ତୁମ୍ଭ ପ୍ରିଯ ଲୋକମାନଙ୍କ ବିରୁଦ୍ଧରେ ଯୋଜନା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ଗୁପ୍ତ ମନ୍ତ୍ରଣା କରନ୍ତି। ତୁମ୍ଭର ଶତ୍ରୁଗଣ ତୁମ୍ଭ ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ଯୋଜନା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।