Psalms 83:4 — Compare Translations
5 translations compared side by side
Odia - 1840
"ସହେି ଶତ୍ରୁମାନେ କହନ୍ତି, ଆସ ଆମ୍ଭମାନେେ ସମାନଙ୍କେୁ ପୁରାପୁରି ଧ୍ବଂସ କରିଦବୋ, ତବେେ ସମାନେେ ଗୋଟିଏ ଜାତି ହାଇେ ରହିବେ ନାହିଁ। ତାହା ହେଲେ ଇଶ୍ରାୟେଲର ନାମକୁ କହେି ମନେପକାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଅଛନ୍ତି, ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶତ୍ରୁମାନେ କହନ୍ତି, “ଆସ ଆମ୍ଭେମାନେ ସେମାନଙ୍କୁ ପୁରାପୁରି ଧ୍ୱଂସ କରିଦେବା, ତେବେ ସେମାନେ ଗୋଟିଏ ଜାତି ହୋଇ ରହିବେ ନାହିଁ। ତାହାହେଲେ ଇସ୍ରାଏଲର ନାମକୁ କେହି ମନେପକାଇବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”