Psalms 83:5 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ସମାନେେ ସମାନଙ୍କେର ଯୋଜନାରେ ଏକତ୍ରୀତ ହାଇେଛନ୍ତି। ସମାନେେ ତୁମ୍ଭ ବିରୁଦ୍ଧରେ ୟୁଦ୍ଧ କରିବା ପାଇଁ ଏକ ଚୁକ୍ତି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସେମାନେ ସେମାନଙ୍କର ଯୋଜନାରେ ଏକତ୍ରିତ ହୋଇଛନ୍ତି। ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏକ ଚୁକ୍ତି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;