Psalms 83:6 — Compare Translations

5 translations compared side by side

Odia - 1840
"ଇଦୋମର ବଂଶଧର ଇଶ୍ରାୟେଲୀୟମାନେ, ମାୟୋବ ଓ ହାଗରୀଯମାନେ, ଗବାଲ୍, ଅମ୍ମାନେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଦୋମର ତମ୍ଵୁ-ନିବାସୀମାନେ ଓ ଇଶ୍ମାଏଲୀୟ-ମାନେ, ମୋୟାବ ଓ ହାଗରୀୟମାନେ,
Odia Bible ERV 2004 (ପବିତ୍ର ବାଇବଲ)
ଇଦୋମର ବଂଶଧର ଇଶ୍ମାୟେଲୀୟମାନେ, ମୋୟାବ ଓ ହାଗରୀୟମାନେ, ଗବାଲ୍, ଅମ୍ମୋନ, ଅମାଲେକ୍ ଓ ସୋର ନିବାସୀଙ୍କ ସହିତ ପଲେଷ୍ଟୀୟମାନେ ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
Odia IRV 2017 (ଓଡିଆ ବାଇବେଲ)
ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,