Psalms 83:7 — Compare Translations
4 translations compared side by side
Odia - 1840
"ଅମାଲେକ୍ ଓ ସୋର ନିବାସୀଙ୍କ ସହିତ ପଲେଷ୍ଟୀୟମାନେ ସମସ୍ତେ ତୁମ୍ଭ ବିରୁଦ୍ଧରେ ନିଯମ ସ୍ଥାପନ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗବାଲ ଓ ଅମ୍ମୋନ୍ ଓ ଅମାଲେକ୍ ଓ ସୋର-ନିବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।