Psalms 83:8 — Compare Translations

5 translations compared side by side

Odia - 1840
"ଏପରିକି ଅଶୂରୀଯ ମଧ୍ଯ ସମାନଙ୍କେ ସଙ୍ଗେ ୟୋଗ ଦଇେଛନ୍ତି। ସମାନେେ ଲୋଟ-ସନ୍ତାନଗଣଙ୍କୁ ବହୁତ ଶକ୍ତିଶାଳୀ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟ-ସନ୍ତାନଗଣର ସାହାଯ୍ୟ କରିଅଛନ୍ତି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଛନ୍ତି। ସେମାନେ ଲୋଟ-ସନ୍ତାନଗଣଙ୍କୁ ବହୁତ ଶକ୍ତିଶାଳୀ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। [ସେଲା]