Psalms 83:9 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଶତ୍ରୁମାନଙ୍କୁ ଏପରି ପରାସ୍ତ କର, ୟପରେି ମିଦିଯନମାନଙ୍କୁ, ସୀଷରା ଓ ୟାବୀନମାନଙ୍କୁ କିଶୋନ ନଦୀ ନିକଟରେ ପରାସ୍ତ କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଦୀୟନ ପ୍ରତି, କିଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଶତ୍ରୁମାନଙ୍କୁ ଏପରି ପରାସ୍ତ କର, ଯେପରି ମିଦିୟନମାନଙ୍କୁ, ସୀଷରା ଓ ଯାବୀନକୁ କିଶୋନ ନଦୀ ନିକଟରେ ପରାସ୍ତ କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
Odia IRV 2017 (ଓଡିଆ ବାଇବେଲ)
ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।